THE BREAD OF LIFE 25 JUNE 2026
1 Cor 15:12-19 ମୃତମାନଙ୍କର ପୁନରୁତ୍ଥାନ 12 ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି ? 13 ଯଦି ମୃତମାନଙ୍କର ପୁନରୁତ୍ଥାନ ନାହିଁ, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି; 14 ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତ ଆମ୍ଭମାନଙ୍କ ପ୍ରଚାର ବୃଥା, ତୁମ୍ଭମାନଙ୍କ ବିଶ୍ୱାସ ମଧ୍ୟ ବୃଥା, 15 ପୁଣି, ଆମ୍ଭେମାନେ ଈଶ୍ୱରଙ୍କ ସମ୍ବନ୍ଧରେ ଯେ ମିଥ୍ୟାସାକ୍ଷୀ, ଏହା ପ୍ରକାଶ ପାଏ। କାରଣ ଆମ୍ଭେମାନେ ଈଶ୍ୱରଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଇଥାଆନ୍ତୁ ଯେ, ସେ ଖ୍ରୀଷ୍ଟଙ୍କୁ ଉଠାଇ ଅଛନ୍ତି ମାତ୍ର ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ସେ ତାହାଙ୍କୁ ଉଠାଇ ନାହାନ୍ତି; 16 ଯେଣୁ ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି; 17 ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତୁମ୍ଭମାନଙ୍କର ବିଶ୍ୱାସ ନିଷ୍ପଳ, ଆଉ ତୁମ୍ଭେମାନେ ଏପର୍ଯ୍ୟନ୍ତ ଆପଣା ଆପଣା ପାପରେ ଅଛ । 18 ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି । 19 ଯଦି କେବଳ ଏହି ଜୀବନ ନିମନ୍ତେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଅଛୁ, ତେବେ ସମସ୍ତ ମନୁଷ୍ୟଙ୍କଠାରୁ ଆମ୍ଭେମାନେ ଦୟନୀୟ ଅଟୁ ।

THE BREAD OF LIFE 21 JUNE 2026

Unbelievable Smart Worker & Hilarious Fails | Construction Compilation #8 #adamrose #smartworkers

When Wild Animals Get Way Too Close 😱

They Thought He Was Jesus... Then He Sang One of the Most Powerful Songs Ever Written | AGT 2026

It's Boring, But It Destroys Your Visceral Fat In 14 Days (Japanese Method)

This Johnny Depp Impression of Donald Trump Had Everyone Laughing

THE BREAD OF LIFE 08 JUNE 2026

Funny Football Moments That Actually Happened 😂

Incredible Street Performances Caught on Camera

10 Things You Should Never Tell ChatGPT: AI Chatbots Can’t Keep Your Secrets Like You Think

THE BREAD OF LIFE 14 JUNE 2026

People Who Messed With The Royal Guard and Regretted It!

Try Not To Laugh 🤣😂 Best Baby And Dog Funny Moments Ever

Rowan Atkinson's Brilliant Humor Leaves Celebrities in Tears!

They Thought He Looked Like Jesus… The Song that BROKE EVERYONE IN TEARS | AGT 2026

THE BREAD OF LIFE 24 JUNE 2026

My Golden Retriever Heals a Terrified Rescue Kitten in Just 3 Meetings!

The FULL VIDEO of Trump they didn’t want released

BODYBUILDERS Laughed at Him Again… Until Anatoly Was ATTACKED 😱💪🧹 | Gym Prank GONE Wild

