THE BREAD OF LIFE 23 JUNE 2026
1 Cor 14:20-40 20 ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ- ବୟସ୍କ ହୁଅ। 21 ବ୍ୟବସ୍ଥାରେ ଲେଖାଅଛି, "ପ୍ରଭୁ କହନ୍ତି, ବିଦେଶୀୟ ଭାଷାବାଦୀମାନଙ୍କ ଦ୍ୱାରା ଓ ବିଦେଶୀୟମାନଙ୍କ ମୁଖ ଦ୍ୱାରା ଆମ୍ଭେ ଏହି ଲୋକମାନଙ୍କୁ କଥା କହିବା, ତାହାହେଲେ ସୁଦ୍ଧା ସେମାନେ ଆମ୍ଭର କଥା ଶୁଣିବେ ନାହିଁ ।'' 22 ଏଣୁ ପରଭାଷାରେ କଥା କହିବା ବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ ନୁହେଁ, ମାତ୍ର ଅବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ; ଅନ୍ୟ ପକ୍ଷରେ ଭାବବାଣୀ କହିବା ଅବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ ନୁହେଁ, ମାତ୍ର ବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ । 23 ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କଅଣ ସେମାନେ କହିବେ ନାହିଁ ? 24 କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ପୁଣି ଜଣେ ଅବିଶ୍ୱାସୀ ବା ସାଧାରଣ ଲୋକ ଆସେ, ତେବେ ସେ ସମସ୍ତଙ୍କ ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୁଏ, ସମସ୍ତଙ୍କ ଦ୍ୱାରା ବିଚାରିତ ହୁଏ, 25 ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏନ୍ତ ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ୱର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ । ଶୃଙ୍ଖଳିତ ଉପାସନା 26 ହେ ଭାଇମାନେ, ତେବେ କର୍ତ୍ତବ୍ୟ କଅଣ ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି । ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ । 27 ଯଦି କେହି ପରଭାଷାରେ କଥା କହେ, ତେବେ ଦୁଇ ଅବା ଅଧିକ ହେଲେ ତିନି ଜଣ ପାଳି ଅନୁସାରେ କହନ୍ତୁ, ଆଉ ଜଣେ ଅର୍ଥ କରୁ । 28 କିନ୍ତୁ ଯଦି କୌଣସି ଅର୍ଥକାରକ ନ ଥାଏ, ତାହାହେଲେ ସେ ମଣ୍ଡଳୀରେ ନୀରବ ରହୁ ଓ ନିରୋଳାରେ ଈଶ୍ୱରଙ୍କୁ କହୁ । 29 ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି ଅନ୍ୟମାନେ ବିଚାର କରନ୍ତୁ । 30 କିନ୍ତୁ ଉପବିଷ୍ଟ ଅନ୍ୟ କାହାରି ପ୍ରତି ଯଦି କୌଣସି ବାକ୍ୟ ପ୍ରକାଶିତ ହୁଏ, ତାହାହେଲେ ପ୍ରଥମ ଜଣକ ନୀରବ ହେଉ । 31 କାରଣ ଯେପରି ସମସ୍ତେ ଶିକ୍ଷା ପାଆନ୍ତି, ପୁଣି ସମସ୍ତେ ଚେତନା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ସମସ୍ତେ ଜଣ ଜଣ କରି ଭାବବାଣୀ କହି ପାର । 32 ଭାବବାଦୀମାନଙ୍କ ଆତ୍ମା ଭାବବାଦୀମାନଙ୍କର ବଶୀଭୂତ | 33 କାରଣ ଈଶ୍ୱର ବିଶୃଙ୍ଖଳତାର ଈଶ୍ୱର ନୁହନ୍ତି, ମାତ୍ର ଶାନ୍ତିର ଈଶ୍ୱର । 34 ସାଧୁମାନଙ୍କ ସମସ୍ତ ମଣ୍ଡଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ଡଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାନ୍ତି, ବରଂ ବ୍ୟବସ୍ଥାର ଉକ୍ତି ଅନୁସାରେ ସେମାନେ ବଶୀଭୂତ ହୋଇ ରହନ୍ତୁ । 35 ସେମାନେ ଯଦି କୌଣସି ବିଷୟ ବୁଝିବାକୁ ଇଚ୍ଛା କରନ୍ତି, ତେବେ ଘରେ ଆପଣା ଆପଣା ସ୍ୱାମୀମାନଙ୍କୁ ପଚାରନ୍ତୁ, କାରଣ ମଣ୍ଡଳୀ ମଧ୍ୟରେ କଥା କହିବା ସ୍ତ୍ରୀଲୋକ ପକ୍ଷରେ ଲଜ୍ଜାଜନକ । 36 କଅଣ ? ଈଶ୍ୱରଙ୍କ ବାକ୍ୟ କି ତୁମ୍ଭମାନଙ୍କଠାରୁ ବାହାରିଅଛି ? ଅବା କେବଳ ତୁମ୍ଭମାନଙ୍କ ନିକଟକୁ ଆସିଅଛି ? 37 କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହିସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ । 38 କିନ୍ତୁ କେହି ଯଦି ଜ୍ଞାତ ନ ହୁଏ, ତେବେ ସେ ଅଜ୍ଞାତ ରହୁ । 39 ଏଣୁ ହେ ମୋହର ଭାଇମାନେ, ଭାବବାଣୀ କହିବାକୁ ଏକାନ୍ତ ଚେଷ୍ଟା କର; ପୁଣି, ପରଭାଷାରେ କଥା କହିବାକୁ ମନା ନ କର । 40 କିନ୍ତୁ ସମସ୍ତ ବିଷୟ ସୁନ୍ଦରତାରେ ଓ ଶୃଙ୍ଖଳତାନୁସାରେ କରାଯାଉ |

THE BREAD OF LIFE 22 JUNE 2026

ବିଛା(ଜୁଲାଇ ରୁ ଡିସେମ୍ୱର2026)ସଫଲତା ଆପଣଙ୍କ ପାଦ ଛୁଇଁବ,13ନଭମ୍ବର ରୁ ଡିସମ୍ବର ସତର୍କ,Bichha Rashifal,Scorpio

Ajira vlog ku full enjoy karantu/ mom's kichen

THE BREAD OF LIFE 17 JUNE 2026

TURIYA (German Version) - Das Leben und die Lehren von Ramana Maharshi

Skill Development Training *Getting Started By Dr Rahul Kishti sir*

African’s Hindu Village 🇬🇭 अफ्रीका के हिंदू लोगों का गाँव रहन सहन जनजीवन In Ghana

Sujata Joins Hands, Eyes Women's Vote Bank | Nirbhay Gumar Katha

Rekha जी को रुलाने के बाद Amitabh ने पोंछे उनके आंसू || The Kapil Sharma Show || Latest Episode ||

God Says:"TAKE THIS MESSAGE SERIOUSLY, BECAUSE ONLY YOU ARE SEEING IT"/God Message Now/God Message

Just oats and boiling water! Flatbread in 5 minutes! No flour, no oven!

These animals are released into the wild for the first time

THE BREAD OF LIFE 14 JUNE 2026

THE BREAD OF LIFE 20 JUNE 2026

पीड़ा के कारण और उपचार VN4 || TH 615 || Dr. Alok Pandey

BIG CHANGES in Germany Rules for June 2026 | Study Abroad

We Are Simply "Dancing to the Tune of the IMF" - Harsha de Silva Exposes Where Sri Lanka is Heading

What comes after death? - The truth everyone should know!

Farm To Kitchen ||Simple Nepali Village Cooking In Nepal||

