Patakalagi Darshan28 Junଆଜି ହଳଦିଆ ରଙ୍ଗର ପତାକାଲାଗି Puri Jagannath Temple Dhwaja Paribarttan
✨ ଆଜିର ପବିତ୍ର ଘଟଣା – ନୀଳଚକ୍ର ଉପରେ ହଳଦିଆ ରଙ୍ଗର ପତକାଲାଗି ✨ 📅 28-Jun -2026– ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ନୀଳଚକ୍ର ଉପରେ ପବିତ୍ର ହଳଦିଆ ରଙ୍ଗର ପତକା ପରିବର୍ତ୍ତିତ ହେଲା। 🏛️ ଏହି ପତକାଲାଗି ଭକ୍ତମାନଙ୍କୁ ଦେଇଥାଏ ଶାନ୍ତି ଓ ଆଶୀର୍ବାଦ 📺 ଘରେ ବସି LIVE ଦେଖନ୍ତୁ — Jay Jagannath TV – ଆପଣଙ୍କ ଆଧ୍ୟାତ୍ମିକ ଯାତ୍ରାର ସାଥୀ 🙏 ଜୟ ଜଗନ୍ନାଥ ନୀଳଚକ୍ର ଉପରେ ଉଡୁଥିବା ପତିତପାବନ ବାନା ବା ପତକା ଗୋଟିଏ ଦିନରୁ ଅଧିକ ସମୟ ମନ୍ଦିରରେ ଉଡ଼େ ନାହିଁ । ବର୍ଷକ ବାର ମାସ ୩୬୫ ଦିନ ଖରା, ବର୍ଷା , ଶୀତ କୁ ଖାତିର ନ କରି ପ୍ରତିଦିନ ସନ୍ଧ୍ୟା ୫ ଟା ରେ ଚୁନରା ସେବକ ନୀଳଚକ୍ର ରେ ଧ୍ବଜା ବାନ୍ଧିବା ନିମନ୍ତେ ଶ୍ରୀମନ୍ଦିର ଚୁଡାକୁ ଆରୋହଣ କରିଥାନ୍ତି। ଏହି ସେବାକୁ ପତାକଲାଗି ସେବା କୁହାଯାଏ । ଶ୍ରୀମନ୍ଦିର ଭିତରେ ଏବଂ ସିଂହଦ୍ୱାର ସାମନାରେ ପ୍ରତ୍ୟେକ ଦିନ ହଜାର ହଜାର ଭକ୍ତଗଣ ଏହି ପତକା ଲାଗି ଦର୍ଶନ କରି ଧନ୍ୟ ହୁଅନ୍ତି । ଚୁନରା ସେବକ ମାନେ ବେକରେ ନୂଆ ଧ୍ବଜା ବାନ୍ଧି ସେ ଶ୍ରୀମନ୍ଦିର ଆରୋହଣ କରିଥାନ୍ତି । ପ୍ରଥମେ ଅଁଳା ବେଢ଼ା ରେ ଥିବା ଧ୍ବଜା ମହାବୀର ଙ୍କୁ ଉପାସନା କରି ସେଠାରେ ଦୀପ ପ୍ରଜ୍ବଳନ କରି ସାରିବା ପରେ , ଅଁଳା ବେଢ଼ା ଉପରକୁ ଏକ ଲୁହା ସିକୁଳି ମାଧ୍ୟମରେ ଯାଇଥାନ୍ତି। ତତ୍ପରେ କଳସ ଉପରେ ଚଢ଼ି , ନୀଳଚକ୍ର ଶିଖରକୁ ଯାଇଥାନ୍ତି। । ସେଠାରେ ଥିବା ପୁରୁଣା ଧ୍ବଜା ପରିବର୍ତ୍ତନ କରି ନୂଆ ଧ୍ବଜା ଲାଗି କରିଥାନ୍ତି ଓ ଜଗତ ମଙ୍ଗଳ କାମନା କରିଥାନ୍ତି । ଏହି ବାନା ସାଧାରଣତଃ ଗାଢ଼ ନାଲି କିମ୍ବା ହଳଦିଆ ବର୍ଣ୍ଣ ଓ ବେଳେ ବେଳେ ଧଳା ରଙ୍ଗର ହୋଇଥାଏ । ଏହାର ମଧ୍ୟ ଭାଗରେ ଚନ୍ଦ୍ର ଓ ବିନ୍ଦୁ ଶ୍ୱେତ ରଙ୍ଗରେ ଅଙ୍କିତ ହୋଇଥାଏ । #patakalagidarshan #jayjagannathtv #SidharthTV #jayjagannathlive #jagannath #jagannatha #jagannathtemple #JagannathCulture #NamitaAgrawal #SitaramAgrawal #SidharthUtsav #SidharthGold #SidharthMusic #SidharthNetwork #TodayPatakalagi #dhwajaarohan #banabandha ଜୟ ଜଗନ୍ନାଥ! 🙏 ଶୁଣନ୍ତୁ ଭକ୍ତଙ୍କ ଦିବ୍ୟ ଏବଂ ଅତ୍ୟନ୍ତ ଆବେଗପୂର୍ଣ୍ଣ ଅନୁଭୂତି—ଯେଉଁଠି ମହାପ୍ରଭୁ ଜଗନ୍ନାଥଙ୍କ କୃପା, ଭକ୍ତି ଓ ଅଲୌକିକ ଅନୁଭବର କଥା ଆପଣ ଶୁଣିପାରିବେ ଅନେକ ଭକ୍ତମାନଙ୍କଠୁ | Please Like, Share and Subscribe to Jay Jagannath Bhakta! 🔔 ଆମ ସହିତ ଯୋଡ଼ି ହୋଇ ରୁହନ୍ତୁ ଏବଂ ପ୍ରତିଦିନ ମହାପ୍ରଭୁଙ୍କ ମହିମା ଶୁଣନ୍ତୁ। 📡 Watch “JAY JAGANNATH TV” on DTH: ================================== Tataplay – Channel 1799 Dish TV – Channel 1397 Airtel Digital – Channel 615 Videocon D2H – Channel 1397 Sun Direct – Channel 490 ===================================== Also available on all cable networks across Odisha. 📞 Contact : 6372804618 if could not watch our channel 🌐 Follow us on social media for daily LIVE updates and darshan : ========================================= Facebook: / jayjagannathtv Instagram: / jayjagannathtv YouTube: / @jayjagannathtvofficial Twitter: https://x.com/JayJagannathTV #JayJagannathBhakta #JagannathTVBhakta #JayJagannathTvBhakta #JayJagannathTvLive #JagannathDhamPuri #JayJagannathTvBhaktaLive #PuriJagannathTemple #ShriJagannathDarshan #MangalAartiLive #JagannathShringar #PuriRathYatraLive #JagannathBhajan #OdishaTempleLive #DailyDarshanPuri #JaiJagannath2025 #JagannathSayanDarshan #PuriMandirAarti #JagannathFlagChange

Exclusive Episode of Sri Pulin Bihari Panda | Discussion about Kaliyug End | Malika | @SatyaBhanja

ରଥଉପରେ ମଙ୍ଗଳଆଳତିର ଦର୍ଶନକଲେ କି ପୁଣ୍ୟ ପ୍ରାପ୍ତି ହୁଏ ? ପଣ୍ଡିତ ସୌମ୍ୟରଞ୍ଜନ ପଣ୍ଡା | JAY JAGANNATH TV

ସନ୍ଧ୍ୟା ଆଳତୀ ଦର୍ଶନ 28 Jun Sandhya Alati LIVE Darshan Jagannath Temple Jay Jagannath Bhakta

ହ୍ଯୁମାନଙ୍କ ସ୍ତ୍ରୀ କଲେ ବଡ଼ ଖୁଲାସା | Human Sagar Wife Interview | Shreya Mishra | Manas Dash Podcast

🔴 LIVE Snana Jatra 2026 | ସ୍ନାନ ପୂର୍ଣ୍ଣିମା ସିଧା ପ୍ରସାରଣ | Jagannath Temple Puri | Jay Jagannath TV

ବିବାହ ସମୟରେ👭ହାତ ଗଣ୍ଠିର ରହସ୍ୟ🤝 ଖୋଲି କହିଦେଲେ❓|| Baba Balia ji Maharaj || #bababalia #jagannath

MISSED - Watch HERE - Snana Yatra (ସ୍ନାନଯାତ୍ରା) of Lord Jagannath at Puri

ଜଗନ୍ନାଥ ସଂସ୍କୃତି ପ୍ରଚାରକ ଶ୍ରୀ ସୂର୍ଯ୍ୟନାରାୟଣ ରଥଶର୍ମାଙ୍କ ସହ ସ୍ୱତନ୍ତ୍ର ସାକ୍ଷାତକାର | Kalinga TV

ବାବୁସାନଙ୍କ ଆଗାମୀ ସିନେମାରେ ଦେବେ ବଲିଉଡ ଚମକ! | Sukant Panigrahy | Production Designer | Nipun TV Odisha

Best Of Iskcon Kirtan | Hare Krishna, Hare Ram | Peaceful Mahamantra for Peace & Devotion

ମାଳିକାର ଅଙ୍କ ଗଣନାରୁ ମିଳିଗଲା ଫାଇନାଲ ଡେଟ୍ I କେବେ "କଳ୍କୀ ପ୍ରକାଶ" ହେବେ ? I କେବେ "କଳିଯୁଗ ଶେଷ" ହେବ ? I

ଶ୍ରୀମନ୍ଦିରର ୩ ବଡ଼ ରହସ୍ୟ ll EP- 18 ll Podcast with Pandit Suryanarayan Rathashrma | Kalinga TV

ପତକାଲାଗି ଦର୍ଶନ କଲେ ପ୍ରଭୁଙ୍କ ସହିତ ଆତ୍ମିୟତା ଭାବ ଆସିଥାଏ (04-Apr)PATAKALAGI | JAY JAGANNATH TV

ବିପତ୍ତିର ଘୋର ସଙ୍କଟ କାଳରେ ଜିତେନ୍ଦ୍ର କୁମାର ଦାଶଙ୍କ ପାଇଁ 'ରକ୍ଷାକବଚ' ସାଜିଲେ କାଳିଆ: ଏକ ଅଲୌକିକ ସତ୍ୟ ଅନୁଭୂତି

ଶ୍ରୀମନ୍ଦିର ଉପରେ ଅଘଟଣ?Jagannath Temple Mystery !ତୃତୀୟ ବିଶ୍ୱଯୁଦ୍ଧ, ପ୍ରାକୃତିକ ବିପଦ, 2026 ସତର୍କ

Prabhupada Japa Video 16 Round || Hare Krishna Chanting || Maha mantra japa

Rukmini Bibaha Rituals & Guali Jatra | Jagannath Bahaghara | Dr. Ashutosh Prasad Mishra | Odisha 365

श्री हनुमान चालीसा 🌺🙏| Shree Hanuman Chalisa Original Video |🙏🌺| GULSHAN KUMAR | HARIHARAN | 8K

ମୁଁ ଜଗାର ରୋଷେୟା | Ama Atithi Podcast | Biswanath Samantray, President Badu Suara Nijog | Kanak News

