THE BREAD OF LIFE 01 APRIL 2026
JOHN 18:39-19:16 ଯୀଶୁଙ୍କୁ ପ୍ରାଣଦଣ୍ଡ 39 କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୁଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କଅଣ ତୁମ୍ଭମାନଙ୍କର ଇଚ୍ଛା ? 40 ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ । ଏହି ବାରବ୍ବା ଜଣେ ଡକାଇତ ଥିଲା ।19 1 ଅତଏବ, ପୀଲାତ ଯୀଶୁଙ୍କୁ ଘେନିଯାଇ କୋରଡ଼ା ପ୍ରହାର କରାଇଲେ । 2 ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ; 3 ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ । 4 ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ । 5 ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ । ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ ! 6 ସେଥିରେ ପ୍ରଧାନ ଯାଜକ ଓ ପଦାତିକମାନେ ତାହାଙ୍କୁ ଦେଖି ଚିତ୍କାର କରି କହିଲେ, କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ । ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ତାହାକୁ ଘେନିଯାଇ କ୍ରୁଶରେ ଚଢ଼ାଅ, କାରଣ ଆମ୍ଭେ ତାହାଠାରେ କୌଣସି ଦୋଷ ପାଉ ନାହୁଁ । 7 ଯିହୁଦୀମାନେ ତାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ବ୍ୟବସ୍ଥା ଅଛି ଓ ସେହି ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ୱରଙ୍କ ପୁତ୍ର ବୋଲି କହିଅଛି 8 ସେଥିରେ ପୀଲାତ ଏହି କଥା ଶୁଣି ଅଧିକ ଭୀତ ହେଲେ; 9 ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ ? କିନ୍ତୁ ଯୀଶୁ ତାଙ୍କୁ ଉତ୍ତର ଦେଲେ ନାହିଁ । 10 ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ ? 11 ଯୀଶୁ ଉତ୍ତର ଦେଲେ, ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦତ୍ତ ହୋଇ ନ ଥାଆନ୍ତା, ତାହାହେଲେ ମୋ' ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର । 12 ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୁଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେକେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ । 13 ଅତଏବ, ପୀଲାତ ଏହିସମସ୍ତ କଥା ଶୁଣି ଯୀଶୁଙ୍କୁ ବାହାର କରି ଆଣି "ପ୍ରସ୍ତରମଣ୍ଡପ', ଯାହାକୁ ଏବ୍ରୀ ଭାଷାରେ "ଗବ୍ବଥା' ବୋଲି କହନ୍ତି, ସେହି ସ୍ଥାନରେ ବିଚାରାସନରେ ଉପବିଷ୍ଟ ହେଲେ । 14 ସେଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ସକାଳ ପ୍ରାୟ ଛଅ ଘଣ୍ଟା ହୋଇଥିଲା । ପୁଣି, ସେ ଯିହୁଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା ! 15 ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ । ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କଅଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା ? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ । 16 ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥିନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ ।

Mixing Cloves With Cinnamon Can Trigger Irreversible Changes In Your Body

Device Searches 2026: What the FSB Looks for at the Border and How to Hide Your Data

Relax… You’re about to get paid to exist

THE BREAD OF LIFE 06 JULY 2026

THE BREAD OF LIFE 04 JULY 2026

শুধু সুনলেই যে কোনো খারাপ সম্পর্ক একেবারে ঠিক ১০০% #astrology #reiki #highlights #তন্ত্র_মন্ত্র

Bentota and Aluthgama, Sri Lanka. What to See Beyond the Beach

Cancer Weekly Horoscope July 6 to July 12, 2026

⚠️ দক্ষিণমুখী দরজা থাকলে ❌ করবেন না এই ভুল! ✅ আজই করুন এই উপায়#astrology #tantra #highlights #fory

The famous Sicilian eggplant caponata! Mom's original recipe!

她不是服務員?國宴上一個被拍下的細節,引出18年來最神秘的訪華防諜史【文昭思緒飛揚550】

Nepali People Are Very Helpful || Nepal Army Helped me || All Country Travel Without Money

Chosen One, Only Your Blue Power Can Save the World Now

6EME CRIS DE MINUIT - VENDREDI 05 JUIN 2026 - EGLISE DE DIEU SANCTIFIEE HAITI

THE BREAD OF LIFE 22 JUNE 2026

The Most Powerful Frequency of God 1111Hz - Receive immediate help from divine forces

CANCER They Expected You To BEG FOR HELP! Aggravated Over Your Glow Up!/ God Is Powering You Up!

🔥 CHOSEN ONE_ For 5,000 Years Heaven Was WAITING — And The Wait Ended The Day You Were Born

BRAZIL vs NORWAY - World Cup 2026 Round Of 16 Simulation Gameplay | eFootball PES 2021

