ବାରବାଟୀ ନୃସିଂହଙ୍କ ସନ୍ଧ୍ୟାଆଳତୀ | BARABATI NRUSINGHANK SANDHYA ALATI | JAY JAGANNATH TV
"ଜୟ ଜଗନ୍ନାଥ ଟିଭି ଚାନେଲ" ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସମ୍ପୂର୍ଣ୍ଣ ସମର୍ପିତ ଓଡ଼ିଶାର ଏକମାତ୍ର ଆଧ୍ୟାତ୍ମିକ ସାଟେଲାଇଟ ଚାନେଲ I ଏହି ଚ୍ୟାନେଲରେ ଘରେ ବସି ପ୍ରତ୍ୟେକ ଦିନ ଜଗନ୍ନାଥ ଧାମ ପୁରୀରୁ LIVE ଦେଖନ୍ତୁ ଶ୍ରୀମନ୍ଦିର ଦ୍ୱାରଫିଟା ନୀତି,ଶ୍ରୀପତିତପାବନଙ୍କ ମଙ୍ଗଳ ଆଳତୀ, ପତାକାଲାଗି ଦର୍ଶନ,ସନ୍ଧ୍ୟା ଆଳତୀ ,ଶ୍ରୀମନ୍ଦିର ପହୁଡ଼ ନୀତି,ଶ୍ରୀକ୍ଷେତ୍ରରୁ ଭକ୍ତଙ୍କ ଅନୁଭୂତି ଏବଂ ବର୍ଷ ତମାମ ଅନୁଷ୍ଠିତ ହେଉଥିବା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ଯାତ୍ରା ଓ ଉତ୍ସବର ସିଧାପ୍ରସାରଣ I ଏହି ଚାନେଲରେ କୌଣସି ବିଜ୍ଞାପନ ଚାଲୁନାହିଁ, ତେଣୁ ଆପଣମାନେ ଶ୍ରୀଜୀଉଙ୍କ ଦର୍ଶନ ଏବଂ ସମସ୍ତ ଲୀଳାର ନିରବିଛିନ୍ନ ସିଧାପ୍ରସାରଣ ଦେଖି ପାରିବେ I "ଜୟ ଜଗନ୍ନାଥ ଟିଭି" ହେଉଛି ସିଦ୍ଧାର୍ଥ ଟେଲେଭିଜନ ନେଟୱର୍କର ଚତୁର୍ଥ ଚାନେଲ I ସୀତାରାମ ଅଗ୍ରୱାଲ ଓ ନମିତା ଅଗ୍ରୱାଲଙ୍କ ଶ୍ରୀଜଗନ୍ନାଥଙ୍କ ପ୍ରତି ଥିଵା ଅହେତୁକ ଭକ୍ତି ଭାବ ତଥା ଓଡ଼ିଶା ଏବଂ ଓଡିଶା ବାହାରେ ଥିବା ଜଗନ୍ନାଥ ପ୍ରେମୀ ଜନସାଧାରଣଙ୍କ ପାଇଁ ଏହି ଟେଲେଭିଜନ ଚାନେଲର ସୃଷ୍ଟି...ଆସନ୍ତୁ ଆମେ ସମସ୍ତେ ମିଶି ଜଗନ୍ନାଥ ଚେତନାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା I ଜୟ ଜଗନ୍ନାଥ🙏🙏🙏 Watch "JAY JAGANNATH TV" on DTH: TATAPLAY-1799, Dish TV -1397, Airtel -615, Sun Direct-490, Videocon D2H -1397 Also available on all cable networks. For More Info please contact - 6372804618 Also, visit our other social media pages : Facebook: https://bit.ly/3kxvE7A Instagram: https://bit.ly/3KEpYDF YouTube: https://bit.ly/3KAQeyD Twitter: https://bit.ly/38JpX3U #jayjgannathtvlive #jayjagannathtv #namitaagrawal #sidharthtv #sitaramagrawal #patitapaban_arati #patakalagidarshan #ଜୟଜଗନ୍ନାଥଟିଭି #rathayatralive #purilive #JagannathPuriLIVE #rathayatra2022 #রথযাত্রা #পুরিজগন্নাথ #जगन्नाथ #पुरीजगन्नाथ #जगन्नाथधाम #रथयात्रा #उल्टारथ #జగన్నాథ్ #జగన్నాథపురి #ରଥଯାତ୍ରା #ଶ୍ରୀକ୍ଷେତ୍ରପୁରୀ #ପ୍ରଭୁଜଗନ୍ନାଥ #ଶ୍ରୀଜଗନ୍ନାଥ #যায়জগন্নাথ #জগন্নাথপুরি #जगन्नाथपुरी #जगन्नाथधाम #ஜேஜெகன்னாத் #jayjagannath #patitapaban_mangal_arati

Shree Jagannath Sahasranama - 1000 names of Lord Jagannath | Namita Agarwal & Subash Dash

ମହାଦେବ ଙ୍କୁ ପୂଜା କଲେ ସମସ୍ତ ଇଚ୍ଛା ପୂରଣ ହୁଏ 🙏charan ram das prabachana

ନମିତା ଅଗ୍ରୱାଲଙ୍କ କଣ୍ଠରେ ଓଡ଼ିଆ ଭାଗବତ ଏକାଦଶ ସ୍କନ୍ଧର ୬ଷ୍ଠ ଅଧ୍ୟାୟ | Jay Jagannath TV

LIVE -Om Gan Ganpataye - Ganesha Chant | Ganesh Chaturthi | Ganpati Bappa | Lalitya Munshaw

🛑 ରଥଯାତ୍ରା 2026 LIVE | Rath Yatra 2026 | Sadhuta News | Puri

Srita Kamala Kucha Mandala-Sri Gita Govindam | Jagannath Strotra |ଶ୍ରିତକମଳାକୁଚ ମଣ୍ଡଳ |Namita Agrawal

Laxmi Narayan Bheta O Kali | ରାସ ରୋଷ ଓ ରସର ମହାପର୍ବ | Dr. Ashutosh Prasad Mishra | Jagannath Mahima

ଜଗନ୍ନାଥ ଙ୍କ କାହାଣୀ || ପ୍ରବଚନ || Jagannath story #story #video #jagannath

ସନ୍ଧ୍ୟା ସମୟରେ କଣ କଲେ ଘର ସୁନା ହେଇଯିବ l ଶ୍ରୀମଦ୍ ଭାଗବତ ପାରାୟଣ ଓ ପ୍ରବଚନ | ପ୍ରବକ୍ତା-ସତ୍ୟାନନ୍ଦ ଦାସ

ନମିତା ଅଗ୍ରୱାଲଙ୍କ କଣ୍ଠରେ ଓଡ଼ିଆ ଭାଗବତ ଅଷ୍ଟମ ସ୍କନ୍ଧର ୧୯ ଅଧ୍ୟାୟ | Jay Jagannath TV

କ'ଣ କଲେ ଜଗନ୍ନାଥଙ୍କ ପୂଜାପଣ୍ଡା ହୋଇପାରିବ..? | Seba Sebaka Oh Shri Jagannath | EP - 02 |S Jagannath Dham

ନମିତା ଅଗ୍ରୱାଲଙ୍କ କଣ୍ଠରେ ଓଡ଼ିଆ ଭାଗବତ ସ୍କନ୍ଧ-୭, ଅଧ୍ୟାୟ-୧୪ | Jay Jagannath TV

How did Jagannath come to Puri? Puri Jagannath Story | Jagannath History | Odia Story

Very Powerful Morning Mantras | Ganesh, Shiva, Hanuman,Gayatri Mantra Vedic Chants From India

ଶ୍ରୀମନ୍ଦିର ଉପରେ ଅଘଟଣ?Jagannath Temple Mystery !ତୃତୀୟ ବିଶ୍ୱଯୁଦ୍ଧ, ପ୍ରାକୃତିକ ବିପଦ, 2026 ସତର୍କ

ରଥ ଦଉଡିରୁ ପୋଲିସ ଡ୍ୟୁଟି ଆରମ୍ଭ, ଶ୍ରୀକ୍ଷେତ୍ରରେ କେମିତି ଥିଲା ଅନୁଭୂତି ? | Retd. SP Gyanaranjan Mohapatra

Exclusive Interview With Puri Sebayata Ram Chandra DasMohapara || Puri ||OR

ମାଳିକାର ଅଙ୍କ ଗଣନାରୁ ମିଳିଗଲା ଫାଇନାଲ ଡେଟ୍ I କେବେ "କଳ୍କୀ ପ୍ରକାଶ" ହେବେ ? I କେବେ "କଳିଯୁଗ ଶେଷ" ହେବ ? I

ବଳଭଦ୍ରଙ୍କ ଚାରମାଳରେ ସାପ | Jagannath Mahima | Dr. Ashutosh Prasad Mishra | Odisha 365

